Wednesday, January 21, 2026
16.7 C
Odisha

    ଯୁବକ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ଆତ୍ମହତ୍ୟା ସନ୍ଦେହ

    ଆଗକୁ ପଢନ୍ତୁ

    ନବରଙ୍ଗପୁର : ଯୁବକ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ନବରଙ୍ଗପୁର ଜିଲ୍ଲା ଝରିଗାଁ ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। ସିଉଲାଗୁଡା ଗାଁରୁ ଝୁଲନ୍ତା ଅବସ୍ଥାରେ ଯୁବକ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି। ଉଭୟ ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି। ଘଟଣାସ୍ଥଳରେ ପୁଲିସ୍ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    16.7 ° C
    16.7 °
    16.7 °
    49 %
    2.1kmh
    0 %
    Tue
    16 °
    Wed
    30 °
    Thu
    30 °
    Fri
    30 °
    Sat
    31 °

    ସମ୍ବନ୍ଧିତ