Saturday, August 22, 2026
24.3 C
Odisha

    ଯୁବତୀଙ୍କୁ ମରଣାନ୍ତକ ଆକ୍ରମଣ

    ଆଗକୁ ପଢନ୍ତୁ

    କଟକ: ମାଣିକଘୋଶ ବଜ଼ାରରେ ଯୁବତୀଙ୍କୁ ମରଣାନ୍ତକ ଆକ୍ରମଣ କଲେ ଯୁବକ। ଯୁବତୀ ଜଣକ ରାସ୍ତାରେ ଛିଡା ହୋଇଥିବାବେଳେ ଜଣେ ଯୁବକ ଏକ ଧାରୁଆ ଅସ୍ତ୍ରରେ ତାଙ୍କୁ ହଠାତ ଆକ୍ରମଣ କରି ଦୌଡ଼ି ଚାଲିଗଲେ। ଗୁରୁତର ଅବସ୍ଥାରେ ଯୁବତୀଙ୍କୁ ପ୍ରଥମେ ସିଟି ହସ୍ପିଟାଲ ଓ ପରେ ଏସସିବି ପଠାଯାଇଛି। ଯୁବତୀଙ୍କ ମୁଣ୍ଡ ଓ ଡାହାଣ ହାତରେ ଗଭୀତ ଆଘାତ ଲାଗିଛି।ଖବରପାଇ ପୁତିଘାଟ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ଯୁବକଜଣକ କାହିଁକି ଏମିତି କରିଛନ୍ତି ସେନେଇ କିଛି ସ୍ପଷ୍ଟ ସୂଚନା ମିଳିନି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    24.3 ° C
    24.3 °
    24.3 °
    96 %
    1.3kmh
    100 %
    Sat
    26 °
    Sun
    29 °
    Mon
    29 °
    Tue
    28 °
    Wed
    30 °

    ସମ୍ବନ୍ଧିତ