Wednesday, April 1, 2026
30.8 C
Odisha

    ଯୋଗାଣମନ୍ତ୍ରୀଙ୍କ ବାସଭବନରେ ସହାୟକଙ୍କ ମୃତ୍ୟୁ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସରକାରୀ ବାସଭବନରେ ସହାୟକ ଶଙ୍କର୍ଷଣ ନାଗଙ୍କ ମୃତ୍ୟୁ ଘଟିଛି। ବିଦ୍ୟୁତ ଆଘାତରେ ସହାୟକଙ୍କ ମୃତ୍ୟୁ ହୋଇଥିବା ସୂଚନାରୁ ଜଣାପଡ଼ିଛି। ତେବେ କ୍ୟାପିଟାଲ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଏକ ଅପମୃତ୍ୟୁ ମାମଲା ରୁଜୁ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇବା ତଦନ୍ତ ଜାରି ରଖିଛି।

    ସୂଚନା ଥାଉକି, ମନ୍ତ୍ରୀଙ୍କ ବାସଭବନରେ ସହାୟକ ଜଣକ ତାଙ୍କ ପରିବାର ସହ ରହୁଥିଲେ। ସହାୟକଙ୍କ ଘର ବଲାଙ୍ଗୀର ଜିଲ୍ଲାରେ। କିଛିଦିନ ହେବ ସେ ମନ୍ତ୍ରୀଙ୍କ ଘରେ କାମ କରୁଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.8 ° C
    30.8 °
    30.8 °
    34 %
    3.3kmh
    2 %
    Wed
    33 °
    Thu
    40 °
    Fri
    41 °
    Sat
    37 °
    Sun
    38 °

    ସମ୍ବନ୍ଧିତ