Sunday, November 9, 2025
23.8 C
Odisha

    ରଜରେ ଖୋଲା ରହିବ ନନ୍ଦନକାନନ, ୧୭ ତାରିଖରେ ବନ୍ଦ ରହିବ ପ୍ରାଣୀ ଉଦ୍ୟାନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ନନ୍ଦନକାନନ କର୍ତ୍ତୃପକ୍ଷ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ସୋମବାର ରଜ ପର୍ବ ତୃତୀୟ ଦିନ ପଡୁଥିବାରୁ ପର୍ଯ୍ୟଟକମାନଙ୍କ ପାଇଁ ନନ୍ଦନକାନନ ଖୋଲା ରହି ମଙ୍ଗଳବାର ବନ୍ଦ ରହିବ ବୋଲି ନନ୍ଦନକାନନ ଉପନିର୍ଦ୍ଦେଶକ ସନତ କୁମାର ନାରାୟଣ ସୂଚନା ଦେଇଛନ୍ତି । ଓଡ଼ିଶାର ଗଣପର୍ବ ରଜ ୧୪ ତାରିଖ ଠାରୁ ଆରମ୍ଭ ହେଉଛି । ୧୬ ତାରିଖ ସୋମବାର ଶେଷ ରଜ ଓ ରଜ ସଂକ୍ରାନ୍ତି । ରଜ ୩ ଦିନ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଶତାଧିକ ପର୍ଯ୍ୟଟକଙ୍କ ଆଗମନ ହୋଇଥାଏ । ତେଣୁ ସୋମବାର ନନ୍ଦନକାନନର ଉଭୟ ପ୍ରାଣୀ ଓ ଉଦ୍ଭିଦ ଉଦ୍ୟାନ ଖୋଲା ରହିବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.8 ° C
    23.8 °
    23.8 °
    48 %
    2.5kmh
    2 %
    Sun
    23 °
    Mon
    25 °
    Tue
    25 °
    Wed
    25 °
    Thu
    25 °

    ସମ୍ବନ୍ଧିତ