Monday, June 29, 2026
29.6 C
Odisha

    ରଜ ପୂର୍ବରୁ ଓଡ଼ିଶା ଛୁଇଁବ ମୌସୁମୀ ବାୟୁ, ଝଡ଼ବର୍ଷା ନେଇ ଆଜି ୧୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରଜ ପୂର୍ବରୁ ଓଡ଼ିଶା ଛୁଇଁବ ମୌସୁମୀ ବାୟୁ ।  ୨ ରୁ ୩ ଦିନ ଭିତରେ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳକୁ ମୌସୁମୀ ଛୁଇଁବା ବ  ନେଇ ଆଗୁଆ ଅକଳନ କରିଛି ପାଣିପାଗ ବିଭାଗ । ମୌସୁମୀ ଏବେ ମହାରାଷ୍ଟ୍ର, କର୍ଣ୍ଣାଟକ, ଆନ୍ଧ୍ରପ୍ରଦେଶ ଏବଂ ତେଲେଙ୍ଗାନାର କିଛି ଅଞ୍ଚଳକୁ ଆଜି ପ୍ରବେଶ କରିଛି ।  ଅନ୍ୟପଟେ ମୌସୁମୀ ପୂର୍ବରୁ ବଡ଼ ବର୍ଷା । ଆସୁଛି କାଳବୈଶାଖୀ । ୧୪ ତାରିଖ ଯାଏ ପୁରା ରାଜ୍ୟକୁ ୱାର୍ଣ୍ଣିଂ । ୧୦ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା ଅଛି ।   ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ନେଇ ଆଜି ୧୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ବାକି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।  ସେହିପରି କାଲି ଏବଂ ୧୦ ତାରିଖ ପାଇଁ ୧୧ ଜିଲ୍ଲାକୁ ଅରେଞ୍ଜ ଏବଂ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୪ ତାରିଖ ପର୍ଯ୍ୟନ୍ତ ପୁରା ରାଜ୍ୟରେ ରହିବ କାଳବୈଶାଖୀ ପ୍ରଭାବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    29.6 ° C
    29.6 °
    29.6 °
    66 %
    1.5kmh
    100 %
    Mon
    29 °
    Tue
    34 °
    Wed
    32 °
    Thu
    31 °
    Fri
    30 °

    ସମ୍ବନ୍ଧିତ