Saturday, October 10, 2026
27.9 C
Odisha

    ରଣକ୍ଷେତ୍ର ପାଲଟିଲା ରଙ୍ଗମଞ୍ଚ: ଦଳାଚକଟାରେ ଏକାଧିକ ଆହତ, ଜଣେ ଗୁରୁତର

    ଆଗକୁ ପଢନ୍ତୁ

    ପିପିଲି : ରଣକ୍ଷେତ୍ର ପାଲଟିଲା ରଙ୍ଗମଞ୍ଚ । ବୁଲିଲା ଠେଙ୍ଗା, ପଥର ମାଡ଼ । ଭୟଙ୍କର ପରିବେଶ ସୃଷ୍ଟି ହୋଇଥିଲା ରଙ୍ଗମଞ୍ଚରେ । ଏତେମାତ୍ରାରେ ମାଡ଼ଗୋଳ ହୋଇଥିଲା ଯେ, ଲୋକମାନେ କ୍ଷତବିକ୍ଷତ ହେବା ସହ ଗୁରୁତର ଆହତ ମଧ୍ୟ ହୋଇଛନ୍ତି । ପୁରୀ ଜ଼ିଲ୍ଲା ଡେଲାଙ୍ଗ ଥାନା ଅନ୍ତର୍ଗତ ରେଙ୍ଗଳ ଗାଁରେ ଡ୍ରାମା ପରିବେଷଣ ହେଉଥିବା ୧୫ରୁ ଅଧିକ ଯୁବକ ମଞ୍ଚ ଉପରକୁ ଟେକା ପଥର ଫିଙ୍ଗିଥିଲେ । ପରେ ବିଭିନ୍ନ ମାରଣାସ୍ତ୍ର ଓ ଠେଙ୍ଗାବାଡ଼ି ଧରି ରଙ୍ଗମଞ୍ଚ ଉପରେ ଡ୍ରାମା ପରିବେଷଣ ବେଳେ ଦଳାଚକଟାରେ ଏକାଧିକ ଆହତ ହୋଇଥିଲା ବେଳେ ଜଣେ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଛି । କଳାକାରଙ୍କୁ ମରଣାନ୍ତକ ଆକ୍ରମଣ କରି ବ୍ୟାପକ ଭଙ୍ଗାରୁଜା କରିବା ସହ ଜିନିଷ ପତ୍ର ଲୁଟି ନେଇଥିବା ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗକୁ ଆଧାର କରି ଡେଲାଙ୍ଗ ଥାନାରେ ଏକ ମାମଲା ରୁଜୁ ହୋଇଛି ।

     

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    27.9 ° C
    27.9 °
    27.9 °
    72 %
    1.6kmh
    0 %
    Sat
    25 °
    Sun
    30 °
    Mon
    30 °
    Tue
    30 °
    Wed
    30 °

    ସମ୍ବନ୍ଧିତ