Tuesday, April 7, 2026
35.3 C
Odisha

    ରତ୍ନଭଣ୍ଡାର ଯାଞ୍ଚ କମିଟିର ପ୍ରଥମ ବୈଠକ ଆରମ୍ଭ

    ଆଗକୁ ପଢନ୍ତୁ

    ପୁରୀ: ଓଡ଼ିଶା ଉଚ୍ଚ ନ୍ୟାୟଳୟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍ ବିଶ୍ବନାଥ ରଥଙ୍କ ଅଧ୍ୟକ୍ଷତାରେ ନବଗଠିତ ରତ୍ନଭଣ୍ଡାର ଯାଞ୍ଚ କମିଟିର ପ୍ରଥମ ବୈଠକ ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ଆରମ୍ଭ ହୋଇଛି। ଏଥିରେ ନୂଆ କମିଟିର ସଦସ୍ୟ ଡା. ସି ବି କେ ମହାନ୍ତି, ଚାର୍ଟାର୍ଡ ଆକାଉଣ୍ଟାଣ୍ଟ୍‌ ରାଜୀବ ସାହୁ, ଅବସରପ୍ରାପ୍ତ ଆଇଏଏସ୍‌ ଜଗଦୀଶ ମହାନ୍ତି, ଅବସରପ୍ରାପ୍ତ ଆଇପିଏସ୍‌ ପ୍ରକାଶ ମିଶ୍ର, ହରିହର ହୋତା, ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ, ଗଜପତି ମହାରାଜାଙ୍କ ପ୍ରତିନିଧି, ଏଏସ୍‌ଆଇ ପ୍ରତିନିଧି, ସେବାୟତ ମଧୁସୂଦନ ସିଂହାରୀ, ଛତିଶାନିଯୋଗ ନାୟକ ଜନାର୍ଦ୍ଦନ ପାଟ୍ଟଯୋଶୀ ମହାପାତ୍ର, ଜଗନ୍ନାଥ ଦାସମହାପାତ୍ର, ସୌମେନ୍ଦ୍ର ମୁଦଲି, ପୁରୀ ଜିଲ୍ଲାପାଳ ସଦସ୍ୟ ଓ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଆବାହକ ପ୍ରମୁଖ ଉପସ୍ଥିତ ରହିଛନ୍ତି।ଏହି ବୈଠକରେ ରତ୍ନଭଣ୍ଡାର ଖୋଲିବା, ଗଣତି ମଣତି ନେଇ ଆଲୋଚନା ହେବ। ଏନେଇ ବୈଠକରେ କୌଣସି ନିଷ୍ପତ୍ତି ହୋଇପାରେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    35.3 ° C
    35.3 °
    35.3 °
    26 %
    3.2kmh
    50 %
    Tue
    34 °
    Wed
    39 °
    Thu
    37 °
    Fri
    39 °
    Sat
    39 °

    ସମ୍ବନ୍ଧିତ