Saturday, September 21, 2024
30.3 C
Odisha

    ରଥଯାତ୍ରାକୁ ପୁରୀ ଯାଉଥିଲେ; ପଢ଼ି ନିଅନ୍ତୁ କେଉଠୁ ଗଡ଼ିବ ବସ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର; ବିଶ୍ୱ ପ୍ରସିଦ୍ଧ ପବିତ୍ର ରଥଯାତ୍ରା ଆସନ୍ତା ରବିବାର ଦିନ ଆରମ୍ଭ ହେବାକୁ ଯାଉଛି। ଏହି ଅବସରରେ ଶ୍ରୀକ୍ଷେତ୍ର ଧାମକୁ ଶ୍ରଦ୍ଧାଳୁଙ୍କ ସୁବିଧା ଯାତାୟତ ପାଇଁ କ୍ରୁଟ୍ ପକ୍ଷରୁ ସ୍ୱତନ୍ତ୍ର ବସ୍ ସେବାର ଆରମ୍ଭ ହେବ। ୭ଟି ଆନ୍ତଃ ସହର ରୁଟ୍ ଥିବାବେଳେ ୭ ରୁ ୯ ଜୁଲାଇ ଏବଂ ୧୫ରୁ ୧୭ ଜୁଲାଇ, ୨୦୨୪ ପର୍ଯ୍ୟନ୍ତ ଏହି ସେବା ଜାରି ରହିବ । ନିୟମିତ ଭାବରେ ଏହି ରୁଟ୍ ବସ୍ ଗୁଡ଼ିକ କଟକ, ଭୁବନେଶ୍ୱର, ଖୋର୍ଦ୍ଧା, ପୁରୀ, କାକଟପୁରରୁ ତାଳବଣିଆ ବସ୍ ଷ୍ଟାଣ୍ଡ୍ ପର୍ଯ୍ୟନ୍ତ ଚଳାଚଳ କରିବ । ରଥଯାତ୍ରା ସ୍ୱତନ୍ତ୍ର ବସ୍ ଏବଂ ଏହାର ସମୟ ସାରଣୀ ନିମ୍ନରେ ପ୍ରଦାନ କରାଯାଇଛି ।

    ରୁଟ୍ ୫୦ ଏକ୍ସପ୍ରେସ୍‌: ଭୁବନେଶ୍ୱର ରେଳ ଷ୍ଟେସନ୍‌- ତାଳବଣିଆ ବସ୍ ଷ୍ଟାଣ୍ଡ୍‌
    ରୁଟ୍ ୫୧ ଏକ୍ସପ୍ରେସ୍‌: ବରମୁଣ୍ଡା ବିଏସ୍‌ଏବିଟି – ତାଳବଣିଆ ବସ୍ ଷ୍ଟାଣ୍ଡ୍‌
    ରୁଟ୍ ୫୩ ଏକ୍ସପ୍ରେସ୍ (ସଟଲ୍ ସର୍ଭିସ): ମାଳତିପାଟପୁର ବସ୍ ଷ୍ଟାଣ୍ଡ୍ – ତାଳବଣିଆ ବସ୍ ଷ୍ଟାଣ୍ଡ୍‌
    ରୁଟ୍ ୫୪ ଏକ୍ସପ୍ରେସ: ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ (ଏନ୍‌ଏଲ୍‌ୟୁ) କଟକ- ତାଳବଣିଆ ବସ୍ ଷ୍ଟାଣ୍ଡ୍‌
    ରୁଟ୍ ୫୬ ଏକ୍ସପ୍ରେସ: ଖୋର୍ଦ୍ଧା – ତାଳବଣିଆ ବସ୍ ଷ୍ଟାଣ୍ଡ୍ (ଭାୟା ଜଟଣୀ)
    ରୁଟ୍ ୫୭ ଏକ୍ସପ୍ରେସ: ତାଳବଣିଆ ବସ୍ ଷ୍ଟାଣ୍ଡ୍ – କାକଟପୁର,ପୁରୀ (ଭାୟା ନିୟୁ ମେରାଇନ୍ ଡ଼୍ରାଇଭ୍‌, କୋଣାର୍କ)
    ରୁଟ୍ ୫୮ ଏକ୍ସପ୍ରେସ: ଜଗତପୁର, କଟକ – ତାଳବଣିଆ ବସ୍ ଷ୍ଟାଣ୍ଡ୍‌
    ରୁଟ୍ ୫୯ ଏକ୍ସପ୍ରେସ: ମହାନଦୀ ବିହାର, କଟକ – ତାଳବଣିଆ ବସ୍ ଷ୍ଟାଣ୍ଡ୍‌

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    30.3 ° C
    30.3 °
    30.3 °
    70 %
    1.6kmh
    47 %
    Sat
    31 °
    Sun
    30 °
    Mon
    30 °
    Tue
    30 °
    Wed
    30 °

    ସମ୍ବନ୍ଧିତ