Sunday, April 5, 2026
27.8 C
Odisha

    ରଥାରୂଢ ହେଲେ ୩ ଠାକୁର

    ଆଗକୁ ପଢନ୍ତୁ

    ନନ୍ଦିଘୋଷରେ ବିଜେକଲେ ପ୍ରଭୁ ଶ୍ରୀ ଜଗନ୍ନାଥ । ଧାଡି ପହଣ୍ଡିରେ ଆସି ରଥରେ ବିଜେ କଲେ ମହାପ୍ରଭୁ । ଝୁଲି ଝୁଲି ଆସି ରଥରେ ବିରାଜ କଲେ କାଳିଆ ଠାକୁର । ଘଣ୍ଟ, ଘଣ୍ଟା, ମୃଦଙ୍ଗ, ହରିବୋଲ, ହୁଳହୁଳି ନାଦରେ ପ୍ରକମ୍ପିତ ହେଲା ପରିବେଶ । ରଥାରୂଢହେଲେ ୩ ଠାକୁର । ତାଳଧ୍ୱଜରେ ବଡ ଠାକୁର, ଦର୍ପଦଳନରେ ମା ସୁଭଦ୍ରା ବିଜେ କରିଛନ୍ତି । ରଥାରୂଢ ଠାକୁରଙ୍କୁ ଦେଖିବାକୁ ବଡଦାଣ୍ଡରେ ଲାଗିଛି ଭକ୍ତଙ୍କ ଗହଳି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    27.8 ° C
    27.8 °
    27.8 °
    45 %
    2kmh
    99 %
    Sat
    27 °
    Sun
    36 °
    Mon
    38 °
    Tue
    37 °
    Wed
    38 °

    ସମ୍ବନ୍ଧିତ