Saturday, March 28, 2026
24.4 C
Odisha

    ରଥ ଚକାରେ ଚାପି ହୋଇ ୬ ଆହତ, ଜଣଙ୍କ ଅବସ୍ଥା ଗୁରୁତର

    ଆଗକୁ ପଢନ୍ତୁ

    ସୋନପୁର : ସୋନପୁର ଜିଲ୍ଲା ବିନିକା ବ୍ଲକ କଂସାରୀପଡ଼ା ବାହୁଡ଼ାଯାତ୍ରାରେ ବଡ଼ ଅଘଟଣ ଘଟିଛି। ରଥ ଚକାରେ ଚାପିହୋଇ ୬ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୪ ଜଣ ନାବାଳକ ଥିବା ଜଣାପଡ଼ିଛି। ଜଣେ ନାବାଳକଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି। ଅନ୍ୟ ଆହତମାନଙ୍କୁ ବିନିକା ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.4 ° C
    24.4 °
    24.4 °
    56 %
    1.5kmh
    0 %
    Sat
    39 °
    Sun
    39 °
    Mon
    41 °
    Tue
    38 °
    Wed
    38 °

    ସମ୍ବନ୍ଧିତ