Saturday, October 31, 2026
21.5 C
Odisha

    ରଥ ଚକାରେ ଚାପି ହୋଇ ୬ ଆହତ, ଜଣଙ୍କ ଅବସ୍ଥା ଗୁରୁତର

    ଆଗକୁ ପଢନ୍ତୁ

    ସୋନପୁର : ସୋନପୁର ଜିଲ୍ଲା ବିନିକା ବ୍ଲକ କଂସାରୀପଡ଼ା ବାହୁଡ଼ାଯାତ୍ରାରେ ବଡ଼ ଅଘଟଣ ଘଟିଛି। ରଥ ଚକାରେ ଚାପିହୋଇ ୬ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୪ ଜଣ ନାବାଳକ ଥିବା ଜଣାପଡ଼ିଛି। ଜଣେ ନାବାଳକଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି। ଅନ୍ୟ ଆହତମାନଙ୍କୁ ବିନିକା ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    21.5 ° C
    21.5 °
    21.5 °
    98 %
    1.1kmh
    32 %
    Sat
    28 °
    Sun
    28 °
    Mon
    29 °
    Tue
    28 °
    Wed
    28 °

    ସମ୍ବନ୍ଧିତ