Friday, October 2, 2026
22.9 C
Odisha

    ରଥ ନିର୍ମାଣ ପାଇଁ ଆସୁଛି ପ୍ରଥମ କାଠ

    ଆଗକୁ ପଢନ୍ତୁ

    ଦଶପଲ୍ଲା : ପୁରୀ ଶ୍ରୀମନ୍ଦିରକୁ ବାହାରିଲା ପ୍ରଥମ ରଥ କାଠ । ସ୍ୱତନ୍ତ୍ର ପୂଜାର୍ଚ୍ଚନା ପରେ ୩ଟି ଟ୍ରକରେ ୧୦୧ ଖଣ୍ଡ କାଠ ପୁରୀ ଆସୁଛି ।ପ୍ରଥମ ପର୍ଯ୍ୟାୟରେ ୪୮ ଖଣ୍ଡ ଅସନ ଏବଂ ୫୩ ଖଣ୍ଡ ଧଉରା କାଠ ଆସୁଛି ପୁରୀ ଶ୍ରୀମନ୍ଦିର ।ସରସ୍ୱତୀ ପୂଜା ପୂର୍ବରୁ ରଥଖଳାରେ କାଠ ପହଞ୍ଚିବା ବିଧି ରହିଛି ।ଚଳିତବର୍ଷ ଜୁନ୍ ୨୭ ତାରିଖରେ ରଥଯାତ୍ରା ପାଳନ କରାଯିବ । ଏହି ବର୍ଷ ୧୭୮ ଥର ଲାଗି ରଥ ଟଣାଯିବ । ଲକ୍ଷ ଲକ୍ଷ ଭକ୍ତ ବଡ଼ଦାଣ୍ଡରେ ଏକାଠି ହେବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    22.9 ° C
    22.9 °
    22.9 °
    79 %
    1.3kmh
    38 %
    Thu
    23 °
    Fri
    30 °
    Sat
    30 °
    Sun
    30 °
    Mon
    31 °

    ସମ୍ବନ୍ଧିତ