Friday, October 2, 2026
28.6 C
Odisha

    ରାଜଧାନୀରୁ ଗିରଫ ହେଲା ନକଲି ଆଡିସନାଲ ଏସପି, ଲୋକଙ୍କୁ ଧମକାଉଥିବା ଅଭିଯୋଗ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆଡିସନାଲ ଏସପି ପରିଚୟ ଦେଇ ଲୋକଙ୍କୁ ଧମକଚମକ ଅଭିଯୋଗରେ ଜଣେ ଗିରଫ । ଖାରବେଳନଗର ଥାନା ପୋଲିସ ହାତରେ ଧରାପଡ଼ିଲା ଧୂର୍ତ୍ତ ଠକ ରଜନୀକାନ୍ତ ମହାନ୍ତି । ନିଜକୁ ଆଡିସନାଲ ଏସପି ପରିଚୟ ଦେଇ ସେ ଲୋକଙ୍କୁ ଧମକଚମକ ଦେଉଥିଲା । ଏପରକି ୨ ମାସ ପୂର୍ବରୁ ଜଣେ ବ୍ୟକ୍ତିଙ୍କ ଗାଡ଼ି ଭଙ୍ଗାରୁଜା କରି ଧମକାଇଥିବା ଅଭିଯୋଗ ହୋଇଛି । ଅଭିଯୁକ୍ତ ୟୁନିଟ୍-୩ ଅଞ୍ଚଳରେ ଏକ ଭଡ଼ାଘରେ ରହୁଥିବା ବେଳେ, ଲୋକଙ୍କୁ ଧମକାଉଥିବା ତଦନ୍ତ ବେଳେ ଜାଣିବାକୁ ପାଇଛି ପୋଲିସ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    28.6 ° C
    28.6 °
    28.6 °
    75 %
    1.8kmh
    59 %
    Fri
    27 °
    Sat
    30 °
    Sun
    30 °
    Mon
    31 °
    Tue
    31 °

    ସମ୍ବନ୍ଧିତ