Wednesday, April 8, 2026
24.2 C
Odisha

    ରାଜଧାନୀରୁ ଦୁଇ ଯୁବତୀ ଗିରଫ: ୨୬ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ରାଜଧାନୀରୁ ୨୬ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ । ଏହା ଘଟଣାରେ ୨ ଯୁବତୀ ଗିରଫ ହୋଇଥିବା ଜଣାପଡ଼ିଛି। ଭୁବନେଶ୍ବରରେ ଘର ଭଡ଼ା ନେଇ ଚଳାଉଥିଲେ ନିଶା କାରବାର। କାକଟପୁର ଓ ବାଲେଶ୍ବରର ୨ ଯୁବତୀ ଆଇଟି ସେକ୍ଟରରେ କାର୍ଯ୍ୟରତ ବୋଲି ଜଣାପଡ଼ିଛି। ୨ ଯୁବତୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି କମିଶନରେଟ ପୁଲିସ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.2 ° C
    24.2 °
    24.2 °
    77 %
    1.5kmh
    0 %
    Wed
    39 °
    Thu
    37 °
    Fri
    39 °
    Sat
    39 °
    Sun
    42 °

    ସମ୍ବନ୍ଧିତ