Sunday, March 22, 2026
23.1 C
Odisha

    ରାଜଧାନୀରେ ଜଳିଗଲେ ମହିଳା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ଜଳିଗଲେ ଜଣେ ମହିଳା । ଦୀପ ନିଆଁରୁ ମହିଳା ଜଣଙ୍କ ଜଳିଯିବାରୁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଥିଲା, ହେଲେ ସେଠାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଲକ୍ଷ୍ମୀସାଗର ଥାନା ଅଧୀନ ଝାରପଡା ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ ଏହି ଅଘଟଣ ଘଟିଥିଲା । ମୃତ ମହିଳା ହେଲେ ଶିଳ୍ପୀ ଦାସଗୁପ୍ତା ।

    ସୂଚନା ଅନୁସାରେ ଶିଳ୍ପୀ ଦାସଗୁପ୍ତା ଶୁକ୍ରବାର ସନ୍ଧ୍ୟା ସମୟରେ ଦୀପରେ ଜଳି ଯାଇଥିଲେ । ପରିବାର ଲୋକେ ତୁରନ୍ତ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଇଥିଲେ । ମହିଳାଙ୍କ ଶରୀରର ୮୦ପ୍ରତିଶତ ପୋଡି ଯାଇଥିଲା । ଫଳରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    23.1 ° C
    23.1 °
    23.1 °
    53 %
    1.4kmh
    64 %
    Sat
    22 °
    Sun
    33 °
    Mon
    35 °
    Tue
    37 °
    Wed
    39 °

    ସମ୍ବନ୍ଧିତ