Tuesday, April 7, 2026
31.9 C
Odisha

    ରାଜଧାନୀରେ ଝୁଲନ୍ତା ମୃତଦେହ, ପୁଲିସ ତଦନ୍ତ ଆରମ୍ଭ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆଜି ସକାଳୁ ରାଜଧାନୀର ଏକ ପାର୍କରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଛି। ପୋଖରୀପୁଟ ମଧୁସୂଦନ ପାର୍କର ଏକ ଗଛରେ ଯୁବକଙ୍କ ମୃତଦେହ ଝୁଲି ରହିଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। ଏହାପରେ ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିଛି ଏବଂ ବ୍ୟବଚ୍ଛେଦ ପାଇଁ ପଠାଇଛି। ଅପରପକ୍ଷରେ ମୃତକ ଯୁବକଙ୍କ ପରିଚୟ ଅସ୍ପଷ୍ଟ ରହିଛି। ଘଟଣାସ୍ଥଳରେ ପୁଲିସ ଛାନଭିନ୍‌‌ ସହ ତଦନ୍ତ ଆରମ୍ଭ କରିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    31.9 ° C
    31.9 °
    31.9 °
    42 %
    0.6kmh
    0 %
    Tue
    35 °
    Wed
    38 °
    Thu
    37 °
    Fri
    39 °
    Sat
    39 °

    ସମ୍ବନ୍ଧିତ