Thursday, September 17, 2026
30 C
Odisha

    ରାଜଧାନୀରେ ଦୁର୍ବୃତ୍ତଙ୍କ ଗୁଳିରେ ଯୁବକ ଆହତ, କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରାଜଧାନୀରେ ଫାୟାରିଂ, ଯୁବକ ଆହତ । ବିଳମ୍ବିତ ରାତିରେ ବାଲିପାଟଣା ଅଞ୍ଚଳରେ ଫୁଟିଲା ଗୁଳି । ବାଇକରେ ଆସି ଗୁଳିମାଡ କଲେ ଦୁଇ ଦୁର୍ବୃତ୍ତ । ଆହତ ଯୁବକ ହେଲେ ଗୁଆପୁର ଗାଁର ଦୀପ୍ତିରଞ୍ଜନ ମହପାତ୍ର । ତାଙ୍କ ବାମ ହାତରେ ଗୁଳି ବାଜିଛି ।

    ସୂଚନାନୁଯାୟୀ ଗତକାଲି ରାତି ପ୍ରାୟ ୧୨ଟା ବେଳେ ଦୀପ୍ତି ଘର ବାରଣ୍ଡାରେ ବସିଥିଲେ । ଏହି ସମୟରେ ଦୁଇ ଯୁବକ ବାଇକରେ ଆସି ଦୀପ୍ତିଙ୍କୁ ଗୁଳିମାଡ କରିଥିଲେ । ଗୁଳିମାଡ ପରେ ଫେରାର ହୋଇଯାଇଛନ୍ତି ଅଭିଯୁକ୍ତ । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୁଳିମାଡ ହୋଇଥିବା ସନ୍ଦେହ କରାଯାଉଛି । ଅଭିଯୋଗ ପରେ ସିସିଟିଭି ଯାଞ୍ଚ କରି ତଦନ୍ତ କରୁଛି ବାଲିପାଟଣା ପୋଲିସ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    moderate rain
    30 ° C
    30 °
    30 °
    71 %
    0.9kmh
    55 %
    Thu
    29 °
    Fri
    32 °
    Sat
    30 °
    Sun
    30 °
    Mon
    31 °

    ସମ୍ବନ୍ଧିତ