Monday, October 19, 2026
23.2 C
Odisha

    ରାଜଧାନୀରେ ପୁଣି ବୁଲିଲା ମାରଣାସ୍ତ୍ର, ପୂର୍ବ ଶତ୍ରୁତାରୁ ଆକ୍ରମଣ ହୋଇଥିବା ସୂଚନା

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ରାଜଧାନୀ ଭୁବନେଶ୍ୱରରେ ପୁଣି ବୁଲିଲା ମାରଣାସ୍ତ୍ର । ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଲେ ଦୁର୍ବୃତ୍ତ । ଆଜି ଭୋରରୁ ଖଣ୍ଡଗିରି ଯାତ୍ରା ଦେଖି ଫେରିବା ପରେ ଆକ୍ରମଣ ହୋଇଛି । ଆହତ ଯୁବକ ହେଲେ ପାତ୍ରପଡା ଅଞ୍ଚଳର ଚିଣ୍ଟୁ । ପୂର୍ବ ଶତ୍ରୁତାରୁ ଆକ୍ରମଣ ହୋଇଥିବା ସୂଚନା ମିଳିଛି । ଗୁରୁତର ଯୁବକଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.2 ° C
    23.2 °
    23.2 °
    82 %
    1.2kmh
    100 %
    Sun
    23 °
    Mon
    31 °
    Tue
    30 °
    Wed
    30 °
    Thu
    29 °

    ସମ୍ବନ୍ଧିତ