Friday, April 3, 2026
36.1 C
Odisha

    ରାଜଧାନୀରେ ଯୁବକଙ୍କୁ ହତ୍ୟା ! ଲିଙ୍ଗରାଜ ଷ୍ଟେସନ ଆଗରେ ପଡ଼ିଛି ମୃତଦେହ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର  ରାଜଧାନୀରେ ଯୁବକଙ୍କୁ ହତ୍ୟା। ଭୁବନେଶ୍ବର ଲିଙ୍ଗରାଜ ଷ୍ଟେସନ ଆଗରେ ପଡ଼ିଛି ଯୁବକଙ୍କ ମୃତଦେହ। ମୃତକ ଖଣ୍ଡୁଆଳ ବସ୍ତିର ସନାତନ ରାଉତ। ସେ ଶ୍ରମିକ କାମ କରନ୍ତି। ସନାତନ ଗତକାଲି କାମ ସାରି ଆଉ ଘରକୁ ଫେରନଥିଲେ। ଆଜି ସକାଳେ ଲିଙ୍ଗରାଜ ଷ୍ଟେସନ ନିକଟରେ ତାଙ୍କ ମୃତଦେହ ପଡିଥିବା ଦେଖି ସ୍ଥାନୀୟ ଲୋକ ତାଙ୍କ ପରିବାରକୁ ସୂଚନା ଦେଇଥିଲେ। ଲିଙ୍ଗରାଜ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି। ତେବେ ତାଙ୍କୁ ହତ୍ୟା କରାଯାଇଥିବା ପରିବାରଲୋକ ଅଭିଯୋଗ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    36.1 ° C
    36.1 °
    36.1 °
    21 %
    2.5kmh
    0 %
    Fri
    40 °
    Sat
    39 °
    Sun
    38 °
    Mon
    38 °
    Tue
    39 °

    ସମ୍ବନ୍ଧିତ