Wednesday, October 14, 2026
24.8 C
Odisha

    ରାଜଧାନୀରେ ଯୁବକଙ୍କୁ ହତ୍ୟା ! ଲିଙ୍ଗରାଜ ଷ୍ଟେସନ ଆଗରେ ପଡ଼ିଛି ମୃତଦେହ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର  :   ରାଜଧାନୀରେ ଯୁବକଙ୍କୁ ହତ୍ୟା। ଭୁବନେଶ୍ବର ଲିଙ୍ଗରାଜ ଷ୍ଟେସନ ଆଗରେ ପଡ଼ିଛି ଯୁବକଙ୍କ ମୃତଦେହ। ମୃତକ ଖଣ୍ଡୁଆଳ ବସ୍ତିର ସନାତନ ରାଉତ। ସେ ଶ୍ରମିକ କାମ କରନ୍ତି। ସନାତନ ଗତକାଲି କାମ ସାରି ଆଉ ଘରକୁ ଫେରନଥିଲେ। ଆଜି ସକାଳେ ଲିଙ୍ଗରାଜ ଷ୍ଟେସନ ନିକଟରେ ତାଙ୍କ ମୃତଦେହ ପଡିଥିବା ଦେଖି ସ୍ଥାନୀୟ ଲୋକ ତାଙ୍କ ପରିବାରକୁ ସୂଚନା ଦେଇଥିଲେ। ଲିଙ୍ଗରାଜ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି। ତେବେ ତାଙ୍କୁ ହତ୍ୟା କରାଯାଇଥିବା ପରିବାରଲୋକ ଅଭିଯୋଗ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    24.8 ° C
    24.8 °
    24.8 °
    79 %
    0.6kmh
    77 %
    Wed
    29 °
    Thu
    30 °
    Fri
    30 °
    Sat
    31 °
    Sun
    30 °

    ସମ୍ବନ୍ଧିତ