Saturday, October 10, 2026
24.4 C
Odisha

    ରାଜଧାନୀରେ ହିଟ ଆଣ୍ଡ ରନ, ମହିଳାଙ୍କ ଉପରେ ମାଡିଗଲା ଇନୋଭା କାର

    ଆଗକୁ ପଢନ୍ତୁ

    ଭୁବନେଶ୍ୱର  : ରାଜଧାନୀରେ ହିଟ ଆଣ୍ଡ ରନ । ଭୁବନେଶ୍ୱର କୋର୍ଟ ସାମ୍ନା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମହିଳାଙ୍କ ମୁଣ୍ଡ ଉପରେ ମାଡିଗଲା ଇନୋଭା କାର । ଗୁରୁତର ଅବସ୍ଥାରେ ମେଡିକାଲରେ ମହିଳା ଭର୍ତ୍ତି । ଦୁର୍ଘଟଣା ଘଟାଇ ଇନୋଭା କାର ଫେରାର ହୋଇଯାଇଛି । ସ୍ୱାମୀ ଓ ଛୋଟ ପିଲା ସହ ବାଇକରେ ଯାଉଥିଲେ ମହିଳା । ଏହି ସମୟରେ ପଛ ପଟୁ ଦ୍ରୁତ ଗତିରେ ଏକ ଇନୋଭା କାର ବାଇକୁ ଧକ୍କା ଦେଇଥିଲା । ମହିଳା ଜଣଙ୍କ ତଳେ ପଡିଯିବା ପରେ ତାଙ୍କ ମୁଣ୍ଡ ଉପରେ ଇନୋଭା ଚଢାଇ ଫେରାର ହୋଇଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.4 ° C
    24.4 °
    24.4 °
    79 %
    1.5kmh
    0 %
    Sat
    24 °
    Sun
    30 °
    Mon
    30 °
    Tue
    30 °
    Wed
    30 °

    ସମ୍ବନ୍ଧିତ