Monday, October 19, 2026
21.9 C
Odisha

    ରାଜଧାନୀ ଦିଲ୍ଲୀରେ ଭୂମିକମ୍ପ ଝଟକା, ତୀବ୍ରତା ୨.୮

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ.  : ଆଜି ସକାଳୁ ସକାଳୁ ରାଜଧାନୀ ଦିଲ୍ଲୀରୁ ଅଳ୍ପ ଦୂରରେ ଥିବା ରେୱାଡ଼ିରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଥିଲା । ଭୂକମ୍ପର କେନ୍ଦ୍ରସ୍ଥଳ ହରିୟାଣାର ରେୱାଡ଼ିରେ ୫ କିଲୋମିଟର ଗଭୀରତାରେ ଅବସ୍ଥିତ ଥିଲା । ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୨.୮ ରେକର୍ଡ କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    21.9 ° C
    21.9 °
    21.9 °
    90 %
    1.5kmh
    57 %
    Sun
    22 °
    Mon
    30 °
    Tue
    30 °
    Wed
    30 °
    Thu
    29 °

    ସମ୍ବନ୍ଧିତ