Thursday, October 1, 2026
23.8 C
Odisha

    ରାଜଧାନୀ ଭୁବନେଶ୍ୱରରେ ଟ୍ରକ ଭର୍ତ୍ତି ଗଞ୍ଜେଇ ଜବତ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ଟ୍ରକ ଭର୍ତ୍ତି ଗଞ୍ଜେଇ ଜବତ ହୋଇଛି। ଆଜି ଅବକାରୀ ବିଭାଗକୁ ଏହି ବଡ ସଫଳତା ମିଳିଛି। ସହିଦନଗର ଥାନା ଅଞ୍ଚଳରୁ ପ୍ରାୟ ୭ କ୍ୱିଣ୍ଟାଲ ଗଞ୍ଜେଇ ଜବତ କରାଯାଇଛି। ରାଜ୍ୟ ବାହାରକୁ ଏହା ଚାଲାଣ ବେଳେ ଅବକାରୀ ବିଭାଗ ମାଡି ବସିଥିଲା। ଗଞ୍ଜେଇ ଭର୍ତ୍ତି ଟ୍ରକ ଜବତ ହେବା ସହ ଏହି ମାମଲାରେ ୩ ଅଭିଯୁକ୍ତକୁ ଅବକାରୀ ବିଭାଗ ଗିରଫ କରିଛି। ଘଟଣାର ତଦନ୍ତ ଜାରି ରହିଛି। କନ୍ଧମାଳରୁ ଏହି ଟ୍ରକ ଭର୍ତ୍ତି ଗଞ୍ଜେଇ ଆସୁଥିଲା ବୋଲି ସୂଚନା ମିଳିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    23.8 ° C
    23.8 °
    23.8 °
    79 %
    1.6kmh
    13 %
    Thu
    24 °
    Fri
    30 °
    Sat
    30 °
    Sun
    30 °
    Mon
    31 °

    ସମ୍ବନ୍ଧିତ