Tuesday, March 31, 2026
25.7 C
Odisha

    ରାଜଭବନରେ ପହଞ୍ଚିଲେ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଲୋକସଭା ବାଚସ୍ପତି ଓମ୍‌ ବିର୍ଲା ଓଡ଼ିଶା ଗସ୍ତରେ ଆସି ରବିବାର ରାଜଭବନରେ ପହଞ୍ଚିଛନ୍ତି। ଏଠାରେ ସେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଏବଂ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କୁ ସାକ୍ଷାତ କରିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଓମ୍‌ ବିର୍ଲାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ।ଓମ୍‌ ବିର୍ଲା କିଟ୍‌ରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବାକୁ ଓଡ଼ିଶା ଆସିଛନ୍ତି। ଉକ୍ତ କାର୍ଯ୍ୟକ୍ରମରେ ବିଧାନସଭା ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ, ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ପ୍ରମୁଖ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.7 ° C
    25.7 °
    25.7 °
    48 %
    1.3kmh
    1 %
    Tue
    38 °
    Wed
    39 °
    Thu
    41 °
    Fri
    39 °
    Sat
    39 °

    ସମ୍ବନ୍ଧିତ