Tuesday, January 20, 2026
16.6 C
Odisha

    ରାଜୀବ ରଞ୍ଜନଙ୍କ ପରଲୋକ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ : ରାଜନୈତିକ କ୍ଷେତ୍ରରୁ ଆସିଛି ଏକ ବହୁତ ବଡ ଦୁଃଖଦ ଖବର । ଜେଡିୟୁ ରାଷ୍ଟ୍ରୀୟ ମୁୁୁଖପାତ୍ର ରାଜୀବ ରଞ୍ଜନଙ୍କ ପରଲୋକ ଘଟିଛି । ପୂର୍ବତନ ବିଧାୟକ ରାଜୀବଙ୍କ ବିୟୋଗରେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ସମେତ ରାଜନୀତି ସହ ଜଡ଼ିତ ବହୁ ବିଶିଷ୍ଟ ବ୍ୟକ୍ତିବିଶେଷ ଶୋକ ବ୍ୟକ୍ତ କରିଛନ୍ତି । ଶ୍ୱାସକ୍ରିୟା ଜନିତ ସମସ୍ୟା କାରଣରୁ ତାଙ୍କୁ ଦିଲ୍ଲୀର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    16.6 ° C
    16.6 °
    16.6 °
    41 %
    1.7kmh
    0 %
    Mon
    16 °
    Tue
    30 °
    Wed
    30 °
    Thu
    30 °
    Fri
    31 °

    ସମ୍ବନ୍ଧିତ