Wednesday, March 4, 2026
19.6 C
Odisha

    ରାଜ୍ୟରେ ଅଂଶୁଘାତ ନେଲାଣି ୩ ଜୀବନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ରାଜ୍ୟରେ ଅଂଶୁଘାତର ସାଙ୍ଘାତିକ ସ୍ଥିତି । ୨୦ ଅଂଶୁଘାତ ଜନିତ ମୃତ୍ୟୁ ଅଭିଯୋଗ । ଢେଙ୍କାନାଳ, ବାଲେଶ୍ବର ଓ ମୟୁରଭଞ୍ଜରେ ୩ ମୃତ୍ୟୁ ସ୍ପଷ୍ଟ ହୋଇଥିବା ନେଇ ସ୍ବାସ୍ଥ୍ୟ ବିଭାଗର ସୂଚନା । ଅନ୍ୟ ୧୭ ଜଣଙ୍କ ମୃତ୍ୟୁର ତଦନ୍ତ ଚାଲିଛି । ଏ ପର୍ଯ୍ୟନ୍ତ ରାଜ୍ୟରେ ୭୮୬ ଅଂଶୁଘାତ ମାମଲା ଆସିଛି । ଗତ କିଛି ଦିନ ହେଲା ତାତି କମିଥିବାରୁ ସ୍ଥିତି ଏବେ ନିୟନ୍ତ୍ରଣରେ ଥିବା କହିଛନ୍ତି ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶକ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    19.6 ° C
    19.6 °
    19.6 °
    29 %
    1.2kmh
    0 %
    Wed
    35 °
    Thu
    37 °
    Fri
    37 °
    Sat
    38 °
    Sun
    36 °

    ସମ୍ବନ୍ଧିତ