Tuesday, March 17, 2026
23.4 C
Odisha

    ରାଜ୍ୟରେ ଅସହ୍ୟ ଶୀତ, ଆଗାମୀ ଦୁଇ ଦିନ ଯାଏଁ ଜାରି ରହିବ ଘନ କୁହୁଡ଼ି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର :  ସାରା ରାଜ୍ୟରେ ଅସହ୍ୟ ଶୀତ ଲହରୀ ଜାରି । ୧୦ ଡିଗ୍ରୀ ତଳେ ୧୦ ସହରର ତାପମାତ୍ରା । ତଳମୁହାଁ ପାରଦ ଯୋଗୁଁ ସାରା ରାଜ୍ୟ ଜାଡ଼ରେ ଥରୁଛି । ରାତିର ତାପମାତ୍ରା ଅହେତୁକ ହ୍ରାସ ପାଇବା କାରଣରୁ ସନ୍ଧ୍ୟାରୁ ଶୀତ ମାଡ଼ି ଆସୁଛି । ଗତ ୨୪ ଘଣ୍ଟାରେ ରାଜ୍ୟର ୧୦ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି । ଗତ ୨୪ ଘଣ୍ଟାରେ ୫.୭ ଡିଗ୍ରୀ ସହ ସେମିଳିଗୁଡ଼ା ରାଜ୍ୟର ସବୁଠୁ ଥଣ୍ଡା ସହର ପାଲଟିଛି । ଗତ କିଛି ଦିନ ହେବ କିଛି ସ୍ଥାନରେ ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ପାଇଥିବାରୁ ଶୀତ ଅପେକ୍ଷାକୃତ ବଢିଛି । ଆଗାମୀ ଦୁଇ ଦିନ ଯାଏଁ ଘନ କୁହୁଡ଼ି ସ୍ଥିତି ଜାରି ରହିବ । କୋରାପୁଟ, କନ୍ଧମାଳ, ସୁନ୍ଦରଗଡ଼ ଜିଲ୍ଲାକୁ ଘନ କୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.4 ° C
    23.4 °
    23.4 °
    43 %
    1.4kmh
    100 %
    Tue
    36 °
    Wed
    37 °
    Thu
    36 °
    Fri
    34 °
    Sat
    34 °

    ସମ୍ବନ୍ଧିତ