Monday, March 30, 2026
33.2 C
Odisha

    ରାଜ୍ୟରେ ଆଗାମୀ ୫ ଦିନ ଯାଏ କାଳବୈଶାଖୀ, ବିଜୁଳି ଘଡଘଡି ପାଇଁ ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରାଜ୍ୟରେ ଆଗାମୀ ୫ ଦିନ ଯାଏ କାଳବୈଶାଖୀ ଲାଗି ରହିବ । ଆଜି ବିଜୁଳି ଘଡଘଡି ପାଇଁ ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ୪ ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଏବଂ ଭଦ୍ରକକୁ ଏନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ୧ ତାରିଖରେ କାଳବୈଶାଖୀ ପାଇଁ ଅଧା ଓଡ଼ିଶାକୁ ୟେଲୋ ଆଲର୍ଟ ଜାରି ହୋଇଛି । ଆଗାମୀ ପାଞ୍ଚ ଦିନ ବର୍ଷା ନେଇ ସତର୍କ କରାଇଛନ୍ତି ପାଣିପାଗ ବିଭାଗ । ବର୍ଷା ବିଜୁଳି ଘଡଘଡି ପବନ ସହିତ କୁଆପଥର ସମ୍ଭାବନା ରହିଛି ।

     

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    33.2 ° C
    33.2 °
    33.2 °
    22 %
    1.2kmh
    97 %
    Mon
    33 °
    Tue
    38 °
    Wed
    39 °
    Thu
    40 °
    Fri
    39 °

    ସମ୍ବନ୍ଧିତ