Tuesday, October 14, 2025
28.6 C
Odisha

    ରାଜ୍ୟରେ ଆରମ୍ଭ ହେଲା କରୋନା ଟେଷ୍ଟିଂ, ସଂକ୍ରମଣକୁ ନେଇ ରାଜ୍ୟ ସରକାର ସତର୍କ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ବିଦେଶରେ କରୋନା ସଂକ୍ରମଣ ନେଇ ରାଜ୍ୟ ସରକାର ଆଲର୍ଟ ଅଛନ୍ତି । ଏ ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଦେଇଛନ୍ତି ପ୍ରତିକ୍ରିୟା ।ଥାଇଲାଣ୍ଡ, ହଂକଂ, ସିଙ୍ଗାପୁରରେ କରୋନା ସଂକ୍ରମୀତଙ୍କ ସଂଖ୍ୟା ବଢ଼ିଛି । ସର୍ବାଧିକ ସଂକ୍ରମଣ ମାମଲା ହଂକଂରୁ ଆସିଛି ।
    ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ସହ ସ୍ୱାସ୍ଥ୍ୟ ବିଭାଗର ଆଲୋଚନା ଏ ସମ୍ପର୍କରେ ହୋଇସାରିଛି । ଭାରତରେ ପୁଣିଥରେ କୋଭିଡ୍ ସଂକ୍ରମଣ ଆରମ୍ଭ ହେବା ନେଇ ବିଶେଷଜ୍ଞମାନେ ଆଶଙ୍କା ପ୍ରକାଶ କରିଛନ୍ତି । କୋଭିଡର ଭୟାବହତାକୁ ଦୃଷ୍ଟିରେ ରଖି କରୋନା ଭୂତାଣୁ ସଂକ୍ରମଣଠାରୁ ଦୂରେଇ ରହିବା ପାଇଁ ନ ଡରି ସତର୍କ ରହିବା ଆବଶ୍ୟକ ବୋଲି କହିଛନ୍ତି ବରିଷ୍ଠ ଡାକ୍ତର । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କୌଣସି ମାମଲା ଆସିନାହିଁ । କେନ୍ଦ୍ର ସରକାରଙ୍କ ସହ ମଧ୍ୟ ଯୋଗାଯୋଗରେ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ରହିଛି । ସବୁ ଜିଲ୍ଲା ମୁଖ୍ୟ ହସ୍ପିଟାଲ ଓ କଲେଜରେ ଟେଷ୍ଟିଂ ଚାଲିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28.6 ° C
    28.6 °
    28.6 °
    63 %
    1.7kmh
    6 %
    Tue
    28 °
    Wed
    30 °
    Thu
    30 °
    Fri
    29 °
    Sat
    29 °

    ସମ୍ବନ୍ଧିତ