Wednesday, July 22, 2026
23.5 C
Odisha

    ରାଜ୍ୟରେ ଆହୁରି ୩ଦିନ ବର୍ଷିବ, ଆଜି ୫ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରାଜ୍ୟରେ ଆହୁରି ୩ଦିନ ବର୍ଷିବ । ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଆଜି ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ନେଇ ୫ଜିଲ୍ଲା ଗଞ୍ଜାମ, ଗଜପତି, କେନ୍ଦୁଝର, ସୁନ୍ଦରଗଡ଼ ଏବଂ ମୟୂରଭଞ୍ଜକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

    ଏହା ବ୍ୟତିତ ବର୍ଷା ନେଇ ଅନ୍ୟ ୨୫ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛନ୍ତି ଆଞ୍ଚଳିକ ପାଣିପାଗ ବିଭାଗ । ଆସନ୍ତା ୧୧ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ନେଇ ଚେତାବନୀ ଦିଆଯାଇଛି । ଏହି ସମୟରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ । କିଛି ଜିଲ୍ଲାରେ ପ୍ରବଳ ବର୍ଷା ଏବଂ କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଆଶଙ୍କା କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.5 ° C
    23.5 °
    23.5 °
    95 %
    2.8kmh
    100 %
    Wed
    25 °
    Thu
    27 °
    Fri
    29 °
    Sat
    30 °
    Sun
    30 °

    ସମ୍ବନ୍ଧିତ