Sunday, October 4, 2026
28.6 C
Odisha

    ରାଜ୍ୟରେ ଖୁବଶୀଘ୍ର ଆରମ୍ଭ ହେବ ସିଏମ କିଷାନ ଯୋଜନା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ରାଜ୍ୟରେ ଖୁବଶୀଘ୍ର ଆରମ୍ଭ ହେବ ସିଏମ କିଷାନ ଯୋଜନା । ବିଧାନସଭାରେ ଉତ୍ତର ରଖିଛନ୍ତି କୃଷି ମନ୍ତ୍ରୀ । ବର୍ଷକୁ ଦୁଇଟି କିସ୍ତିରେ ମିଳିବ ଦୁଇ ହଜାର ଲେଖାଏଁ ଚାରି ହଜାର ଟଙ୍କା । ଭୂମିହୀନ ଚାଷୀଙ୍କୁ ତିନୋଟି କିସ୍ତିରେ ୧୨୫୦୦ ଟଙ୍କା ଯୋଗାଇ ଦେବେ ରାଜ୍ୟ ସରକାର। ନୂଆ ଭାବେ ସାମିଲ ହେବା ଲାଗି ଚାଷୀ ମାନେ ନୂଆ ସିଏମ କିଷାନ ପୋର୍ଟାଲରେ ଆବେଦନ କରି ପାରିବେ। ସେହିପରି ଯୋଗ୍ୟତା ଥାଇ ବି ପିଏମ କିଷାନ ଯୋଜନାରୁ ବାଦ ପଡ଼ିଥିବା ଚାଷୀଙ୍କୁ ସାମିଲ କରିବା ପାଇଁ ବିଭାଗ ଏକ ସ୍ୱତନ୍ତ୍ର ବ୍ୟବସ୍ଥା କରୁଥିବା କହିଛନ୍ତି ମନ୍ତ୍ରୀ । ବିଧାନସଭାରେ ବିଜେପି ବିଧାୟକ ମାନସ ଦତ୍ତଙ୍କ ପ୍ରଶ୍ନରେ କୃଷି ମନ୍ତ୍ରୀ କେ.ଭି ସିଂ ଦେଓ ଲିଖିତ ଉତ୍ତର ଦେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28.6 ° C
    28.6 °
    28.6 °
    69 %
    1.5kmh
    4 %
    Sun
    26 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ