Friday, April 3, 2026
33.6 C
Odisha

    ରାଜ୍ୟରେ ଖୋଲିଲା ୩୦ଟି ଖେଲୋ ଇଣ୍ଡିଆ ସେଣ୍ଟର

    ଆଗକୁ ପଢନ୍ତୁ

    ଭୁବନେଶ୍ଵର : ରାଜ୍ୟରେ ଖୋଲିଲା ୩୦ଟି ଖେଲୋ ଇଣ୍ଡିଆ ସେଣ୍ଟର। ୩୦ଟି ଜିଲ୍ଲାର ୩୦ ବିଦ୍ୟାଳୟରେ ଖେଲୋ ଇଣ୍ଡିଆ ସେଣ୍ଟର ଉଦ୍‌ଘାଟିତ ହୋଇଛି। ଆଜି ଏନେଇ ସୂଚନା ଦେଇଛନ୍ତି କ୍ରୀଡ଼ାମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ।

    ମନ୍ତ୍ରୀ କହିଛନ୍ତି ଯେ, ବିଭିନ୍ନ ଜିଲ୍ଲାର କ୍ରୀଡ଼ା ଓ ସଂସ୍କୃତିକୁ ଗୁରୁତ୍ବ ଦିଆଯିବ। ସେଣ୍ଟରଗୁଡ଼ିକରେ ବାର୍ଷିକ ୫ ଲକ୍ଷ ଟଙ୍କା ଖର୍ଚ୍ଚ ହେବ। କ୍ରୀଡ଼ା କ୍ଷେତ୍ରରେ କ୍ୟାରିୟର ପାଇଁ ଏହାର ଗୁରୁତ୍ଵପୂର୍ଣ୍ଣ ଭୂମିକା ରହିବ। ରାଜ୍ୟ ସ୍ତରୀୟ, ସର୍ବଭାରତୀୟ ସ୍ତରରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ସ୍ଥାନୀୟ ଅଞ୍ଚଳର ପୂର୍ବତନ ଖେଳାଳୀମାନେ ପ୍ରଶିକ୍ଷକ ରହିବେ। କେନ୍ଦ୍ର କ୍ରୀଡ଼ା ମନ୍ତ୍ରାଳୟ ସହଯୋଗରେ ଏହି ୩୦ଟି ସେଣ୍ଟର ଖୋଲାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    33.6 ° C
    33.6 °
    33.6 °
    23 %
    0.6kmh
    100 %
    Fri
    34 °
    Sat
    39 °
    Sun
    36 °
    Mon
    38 °
    Tue
    37 °

    ସମ୍ବନ୍ଧିତ