Thursday, October 1, 2026
24.6 C
Odisha

    ରାଜ୍ୟରେ ଗଠନ ହେଲା ଟାସ୍କ ଫୋର୍ସ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରାଜ୍ୟରେ ପ୍ରଥମ ଥର ପାଇଁ ବିଜେପି ସରକାର ଗଠନ କରିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିୟମିତ ଭାବେ ଲୋକମାନଙ୍କର ଅଭିଯୋଗ ଶୁଣାଣି କରୁଛନ୍ତି । ଏଥିସହିତ ରାଜ୍ୟର ବିକାଶ ପାଇଁ ଅନେକ ପଦକ୍ଷେପ ଗ୍ରହଣ କରୁଛନ୍ତି । ଯଥା ରାଜ୍ୟରେ ଉତ୍ତର ଓଡ଼ିଶା ବିକାଶ ପରିଷଦ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ଟାସ୍କ ଫୋର୍ସ ଗଠନ କରିଛନ୍ତି । ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡା. କଷ୍ଣଚନ୍ଦ୍ର ମହାପାତ୍ର ଏହି ଟାସ୍କ ଫୋର୍ସର ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି ।ଏହି ଟାସ୍କଫୋର୍ସରେ ୮ ଜଣ ସଦସ୍ୟଙ୍କୁ ନିଯୁକ୍ତି ଦିଆଯାଇଛି । ସେମାନଙ୍କ ମଧ୍ୟରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ସରକାରୀ ଦଳ ଉପମୁଖ୍ୟ ସଚେତକ ଗୋବିନ୍ଦ ଚନ୍ଦ୍ର ଦାସ, ବାଲେଶ୍ୱର ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, କେନ୍ଦୁଝର ସାଂସଦ ଅନନ୍ତ ନାୟକ, କରଞ୍ଜିଆ ବିଧାୟକ ପଦ୍ମଚରଣ ହାଇବୁରୁ, ଚମ୍ପୁଆ ବିଧାୟକ ସନାତନ ମହାକୁଡ଼, ତେଲକୋଇ ବିଧାୟକ ଫକୀର ମୋହନ ନାୟକ, ବାସୁଦେବପୁର ବିଧାୟକ ଅଶୋକ କୁମାର ଦାସଙ୍କ ନାମ ସାମିଲ ରହିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    24.6 ° C
    24.6 °
    24.6 °
    83 %
    1.4kmh
    22 %
    Thu
    24 °
    Fri
    30 °
    Sat
    30 °
    Sun
    30 °
    Mon
    31 °

    ସମ୍ବନ୍ଧିତ