Thursday, October 22, 2026
23.3 C
Odisha

    ରାଜ୍ୟରେ ପ୍ରତିଷ୍ଠା ହେବ ୯ଟି ନୂଆ ମେଡିକାଲ କଲେଜ : ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରାଜ୍ୟରେ ଖୋଲିବ ନୂଆ ମେଡିକାଲ କଲେଜ। ଏନେଇ ସୂଚନା ଜାରି କଲେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ସେ କହିଛନ୍ତି ଯେ, ଜଗତସିଂହପୁର, ଭଦ୍ରକ, ଢେଙ୍କାନାଳ, ନବରଙ୍ଗପୁରରେ ଏମବିବିଏସ କଲେଜ ହେବ।

    ସେ ଆହୁରି କହିଛନ୍ତି ଯେ, ବୁର୍ଲା, ବ୍ରହ୍ମପୁର, କେନ୍ଦୁଝର, ବଲାଙ୍ଗିରରେ ୪ଟି ଡେଣ୍ଟାଲ୍ କଲେଜ୍ ହେବ। ମୟୂରଭଞ୍ଜରେ ଗୋଟିଏ ଆୟୁର୍ବେଦ କଲେଜ କରାଯିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.3 ° C
    23.3 °
    23.3 °
    70 %
    0.6kmh
    0 %
    Thu
    30 °
    Fri
    29 °
    Sat
    29 °
    Sun
    26 °
    Mon
    26 °

    ସମ୍ବନ୍ଧିତ