Friday, October 2, 2026
25.2 C
Odisha

    ରାଜ୍ୟରେ ବନ୍ଦ ହେଲା ତମାଖୁ ଏବଂ ନିକୋଟିନ୍‌ର ବ୍ୟବହାର, ବିକ୍ରି କରୁଥିଲେ ନିଆଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ । ରାଜ୍ୟରେ ବନ୍ଦ ହେବ ଗୁଟଖା ବ୍ୟବସାୟ । ନା ହେବ ଉତ୍ପାଦନ, ନା ହେବ ବିକ୍ରି । ଚଳିତବର୍ଷ ଜାନୁୟାରୀ ୨୧ ତାରିଖରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜାରି ହୋଇଛି ଏନେଇ ବିଧିବଦ୍ଧ ବିଜ୍ଞପ୍ତି । ରାଜ୍ୟପାଳଙ୍କ ନିର୍ଦ୍ଦେଶରେ ଏହି ନିୟମ ଜାନୁଆରୀ ୨୧ ତାରିଖରୁ ଲାଗୁ ହୋଇଛି । ବିକ୍ରି କରୁଥିଲେ ନିଆଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    25.2 ° C
    25.2 °
    25.2 °
    76 %
    0.6kmh
    49 %
    Fri
    30 °
    Sat
    30 °
    Sun
    30 °
    Mon
    30 °
    Tue
    31 °

    ସମ୍ବନ୍ଧିତ