Wednesday, March 18, 2026
22.3 C
Odisha

    ରାଜ୍ୟରେ ଭୟଙ୍କର ଶୀତ ଲହରୀ, ଆଜି ଓ ଆସନ୍ତାକାଲି ପାଇଁ ୫ ଜିଲ୍ଲାକୁ ୟେଲୋ ଆଲର୍ଟ

    ଆଗକୁ ପଢନ୍ତୁ

    ଭୁବନେଶ୍ବର  :  ଥଣ୍ଡାରୁ ନିସ୍ତାର ନାହିଁ ।  ରାଜ୍ୟରେ ଭୟଙ୍କର ଶୀତ ଲହରୀ, ଉପାନ୍ତରୁ ଉପକୂଳ ଥରୁଛି ସାରା ରାଜ୍ୟ ।  ଥଣ୍ଡା ସାଙ୍ଗକୁ ଅନେକ ସ୍ଥାନରେ କଲବଲ କରୁଛି କୁହୁଡ଼ି ।  ଆସନ୍ତା ପାଞ୍ଚ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲା ପାଇଁ କୁହୁଡ଼ି ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

    ଆଜି ପାଇଁ ସୁନ୍ଦରଗଡ଼, କଳାହାଣ୍ଡି, ଖୋର୍ଦ୍ଧା, ଢେଙ୍କାନାଳ ଓ କୋରାପୁଟ ଜିଲ୍ଲାକୁ ୟୋଲୋ ଚେତାବନୀ ଦିଆଯାଇଛି ।  ଆସନ୍ତାକାଲି ପାଇଁ ମଧ୍ୟ ଏହି ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।  ଅନ୍ୟ ଜିଲ୍ଲା ଗୁଡ଼ିକରେ ମଧ୍ୟ କୁହୁଡ଼ି ହେବ । ତେବେ ଏହି ଜିଲ୍ଲା ଗୁଡ଼ିକରେ ଘନ କୁହୁଡ଼ି ହେବ ।  ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ କୁହୁଡ଼ି ପାଇଁ ବିଭିନ୍ନ ଜିଲ୍ଲାକୁ ଚେତାବନୀ ଦିଆଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    22.3 ° C
    22.3 °
    22.3 °
    69 %
    8.9kmh
    99 %
    Wed
    30 °
    Thu
    34 °
    Fri
    35 °
    Sat
    34 °
    Sun
    35 °

    ସମ୍ବନ୍ଧିତ