Wednesday, August 19, 2026
24.8 C
Odisha

    ରାଜ୍ୟରେ ଶୀତ ସାଙ୍ଗକୁ ଘନ କୁହୁଡି, ୧୦ ଡିଗ୍ରୀ ତଳେ ୧୦ ସହରର ତାପମାତ୍ରା

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ରାଜ୍ୟରେ ଶୀତ ସାଙ୍ଗକୁ ଘନ କୁହୁଡି ।  ୧୦ ଡିଗ୍ରୀ ତଳେ ୧୦ ସହରର ତାପମାତ୍ରା ।  ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ଅଧିକ ଶୀତ ହେବ ।  ଉପକୂଳ ଓଡ଼ିଶାରେ ଅପେକ୍ଷାକୃତ କମ ଶୀତ ରହିବ ।  ନୂଆବର୍ଷ ଆରମ୍ଭ ଯାଏ ଶୀତ ଜାରି ରହିବ । ସବୁଠୁ ଥଣ୍ଡା ଥିଲା ଜି. ଉଦୟଗିରି ।  ଏଠାରେ ପାରଦ ୪.୩ ରେକର୍ଡ କରାଯାଇଛି ।

    ଗତ କିଛି ଦିନ ହେବ କିଛି ସ୍ଥାନରେ ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ପାଇଥିବାରୁ ଶୀତ ଅପେକ୍ଷାକୃତ ବଢିଛି ।  ସୁନ୍ଦରଗଡ ଜିଲ୍ଲା ବଣାଇ ଅଞ୍ଚଳରେରେ ଘନ କୁହୁଡି ସାଙ୍ଗକୁ ଶୀତ ।  ୭ ଡିଗ୍ରୀ ତଳେରହିଛି ପାରଦ ।  ଘନ କୁହୁଡ଼ି ଯୋଗୁଁ ସକାଳ ୧୦ଟା ପୂର୍ବରୁ ଘରୁ ବାହାରିବା କଷ୍ଟକର ହୋଇପଡୁଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    24.8 ° C
    24.8 °
    24.8 °
    91 %
    1.9kmh
    73 %
    Wed
    25 °
    Thu
    29 °
    Fri
    29 °
    Sat
    25 °
    Sun
    25 °

    ସମ୍ବନ୍ଧିତ