Thursday, April 2, 2026
37.1 C
Odisha

    ରାଜ୍ୟରେ ସ୍ଥାପନ ହେବ ୫୬ଟି ନୂଆ କୋର୍ଟ, ମିଳିଲା ଅନୁମୋଦନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରାଜ୍ୟରେ ୫୬ଟି ନୂଆ କୋର୍ଟକୁ ମିଳିଲା ଅନୁମୋଦନ। ମାମଲାର ଶୁଣାଣି ପାଇଁ ସ୍ଥାପନ ହେବ ନୂଆ କୋର୍ଟ। ୨୩ ଜିଲ୍ଲାରେ ସ୍ଥାପନ ହେବ ଏହି ୫୬ଟି ନୂଆ କୋର୍ଟ। ମୟୂରଭଞ୍ଜରେ ସର୍ବାଧିକ ୧୩ଟି କୋର୍ଟ ସ୍ଥାପନ କରାଯିବ। ଏନେଇ ଅନୁମୋଦନ ମିଳିଛି।
    ଏଥିସହ ଓଡ଼ିଶାରେ ସୃଷ୍ଟି ହେବ ୨ଟି ନୂଆ ଓଆଇଏସଏଫ ବାଟାଲିୟନ। ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
    ଗୃହ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି। ତୃତୀୟ ଓ ଚତୁର୍ଥ ବାଟାଲିୟନ ନାମରେ ଏହା ନାମିତ ହେବ। ନୂଆ ୨ଟି ବାଟାଲିୟନରେ ନିଯୁକ୍ତି ପାଇବେ ୧୯୪୪ କର୍ମଚାରୀ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    37.1 ° C
    37.1 °
    37.1 °
    23 %
    0.8kmh
    0 %
    Thu
    39 °
    Fri
    41 °
    Sat
    38 °
    Sun
    37 °
    Mon
    35 °

    ସମ୍ବନ୍ଧିତ