Sunday, October 25, 2026
20.1 C
Odisha

    ରାଜ୍ୟରେ ସ୍ଥାପନ ହେବ ୫୬ଟି ନୂଆ କୋର୍ଟ, ମିଳିଲା ଅନୁମୋଦନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରାଜ୍ୟରେ ୫୬ଟି ନୂଆ କୋର୍ଟକୁ ମିଳିଲା ଅନୁମୋଦନ। ମାମଲାର ଶୁଣାଣି ପାଇଁ ସ୍ଥାପନ ହେବ ନୂଆ କୋର୍ଟ। ୨୩ ଜିଲ୍ଲାରେ ସ୍ଥାପନ ହେବ ଏହି ୫୬ଟି ନୂଆ କୋର୍ଟ। ମୟୂରଭଞ୍ଜରେ ସର୍ବାଧିକ ୧୩ଟି କୋର୍ଟ ସ୍ଥାପନ କରାଯିବ। ଏନେଇ ଅନୁମୋଦନ ମିଳିଛି।
    ଏଥିସହ ଓଡ଼ିଶାରେ ସୃଷ୍ଟି ହେବ ୨ଟି ନୂଆ ଓଆଇଏସଏଫ ବାଟାଲିୟନ। ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
    ଗୃହ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି। ତୃତୀୟ ଓ ଚତୁର୍ଥ ବାଟାଲିୟନ ନାମରେ ଏହା ନାମିତ ହେବ। ନୂଆ ୨ଟି ବାଟାଲିୟନରେ ନିଯୁକ୍ତି ପାଇବେ ୧୯୪୪ କର୍ମଚାରୀ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    20.1 ° C
    20.1 °
    20.1 °
    68 %
    1.7kmh
    20 %
    Sun
    20 °
    Mon
    28 °
    Tue
    29 °
    Wed
    24 °
    Thu
    25 °

    ସମ୍ବନ୍ଧିତ