Thursday, October 8, 2026
22.2 C
Odisha

    ରାଜ୍ୟରେ ୫ ଦିନ ଜାରି ରହିବ ବର୍ଷା, ଘୂର୍ଣ୍ଣିବଳୟ ସକ୍ରିୟ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ୫ ଦିନ ଧରି ବର୍ଷାର ପ୍ରଭାବ। ରାଜ୍ୟରେ ଆଗାମୀ ୫ ଦିନ ଧରି ବର୍ଷା ଜାରି ରହିବ। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ । ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ଓ ଝଡ଼, ପବନର ସମ୍ଭାବନା ରହିଛି।

    କାଲିଠୁ ୨୦ ତାରିଖ ପର୍ଯ୍ୟନ୍ତ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ସମେତ ଉତ୍ତର ଓ ଉପକୂଳ ଓଡ଼ିଶାର ଅନେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କେତେକ ସ୍ଥାନରେ ପ୍ରବଳ ବର୍ଷା, ବଜ୍ରପାତ ଓ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ। ସୋମବାର କଟକରେ ରାଜ୍ୟର ସର୍ବାଧିକ ତାପମାତ୍ରା ୩୫.୬ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଥିଲା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.2 ° C
    22.2 °
    22.2 °
    88 %
    1.5kmh
    1 %
    Wed
    22 °
    Thu
    30 °
    Fri
    30 °
    Sat
    30 °
    Sun
    30 °

    ସମ୍ବନ୍ଧିତ