Sunday, April 12, 2026
31.2 C
Odisha

    ରାଜ୍ୟରେ 8 ଶହ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ କରିବେ ସରକାର: ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର   :    ରାଜ୍ୟରେ ନିର୍ମାଣ ହେବ ପ୍ରାୟ 8 ଶହ ବାତ୍ୟା ଆଶ୍ରୟସ୍ଥଳୀ । ଏନେଇ ଘୋଷଣା କଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ଦିଲ୍ଲୀ ଗସ୍ତ ବେଳେ ସେ କେନ୍ଦ୍ର ଗୃହ ମନ୍ତ୍ରୀଙ୍କୁ ଭେଟି ଏହି ଦାବି ଉଠାଇଛନ୍ତି।

    ମନ୍ତ୍ରୀ ପୂଜାରୀ କହିଛନ୍ତି ଯେ, ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ ଅଞ୍ଚଳରେ ସ୍କୁଲଗୁଡ଼ିକ ନିକଟରେ ଏହି ଆଶ୍ରୟସ୍ଥଳୀଗୁଡ଼ିକ ନିର୍ମାଣ ହେବ। ଏଗୁଡ଼ିକ ବହୁମୁଖୀ ହେବ, ଯାହା ବିପର୍ଯ୍ୟୟ ସମୟରେ ଆଶ୍ରୟ ପ୍ରଦାନ କରିବ ଏବଂ ଅନ୍ୟ ସମୟରେ ସାମାଜିକ କାର୍ଯ୍ୟ ପାଇଁ ବ୍ୟବହୃତ ହେବ। ଏହାଦ୍ବାରା ଆଶ୍ରୟସ୍ଥଳୀଗୁଡ଼ିକ ଅବହେଳିତ ଅବସ୍ଥାରେ ରହିବ ନାହିଁ। ଏହି ଯୋଜନା ରାଜ୍ୟର ବିପର୍ଯ୍ୟୟ ପରିଚାଳନା କ୍ଷମତାକୁ ଆହୁରି ସୁଦୃଢ଼ କରିବ ବୋଲି ଆଶା କରାଯାଉଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    31.2 ° C
    31.2 °
    31.2 °
    15 %
    1.2kmh
    0 %
    Sun
    33 °
    Mon
    41 °
    Tue
    42 °
    Wed
    43 °
    Thu
    44 °

    ସମ୍ବନ୍ଧିତ