Thursday, April 2, 2026
40.1 C
Odisha

    ରାଜ୍ୟର ୨୪ଟି ଜିଲ୍ଲାକୁ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀବାୟୁ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀବାୟୁ ରାଜ୍ୟର ୨୪ଟି ଜିଲ୍ଲାକୁ ଛୁଇଁଛି । ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ପୂର୍ବରୁ ମୌସୁମୀବାୟୁ କୋରାପୁଟ ଓ ମାଲକାନଗିରିରେ ସକ୍ରିୟ ରହିଥିଲା । ତେବେ ପାଗ ଅନୁକୂଳ ନ ଥିବାରୁ ମୌସୁମୀ ବିଳମ୍ବରେ ଅଗ୍ରସର ହୋଇଛି । ଅନ୍ୟପକ୍ଷରେ ମୌସୁମୀବାୟୁ ଅବଶିଷ୍ଟ ୬ଟି ଜିଲ୍ଲା ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର, ବାଲେଶ୍ୱର, ସୁନ୍ଦରଗଡ଼ ଓ ମୟୂରଭଞ୍ଜରେ ଖୁବ୍‍ ଶୀଘ୍ର ସକ୍ରିୟ ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    40.1 ° C
    40.1 °
    40.1 °
    17 %
    2.7kmh
    3 %
    Thu
    40 °
    Fri
    41 °
    Sat
    39 °
    Sun
    38 °
    Mon
    41 °

    ସମ୍ବନ୍ଧିତ