Tuesday, January 20, 2026
29 C
Odisha

    ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ୪ଟି ରାଜ୍ୟରେ ୬ଟି ରାଜ୍ୟସଭା ଆସନ ଖାଲିପଡିଛି। ଡିସେମ୍ବର ୧୦ ତାରିଖ ନାମାଙ୍କନର ଶେଷ ତାରିଖ ରହିଛି। ୧୧ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ ହେବାକୁ ଥିବାବେଳେ ୧୩ ତାରିଖ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର କରିପାରିବେ।ଏସବୁ ଆସନ ପାଇଁ ୨୦ ତାରିଖରେ ଭୋଟ୍ ଗ୍ରହଣ ହେବ। ରାଜ୍ୟସଭାରୁ ସୁଜିତ୍‌ କୁମାରଙ୍କ ଇସ୍ତଫା ପରେ ଉପନିର୍ବାଚନ ଅନୁଷ୍ଠିତ ହେବ। ତେଣୁ ବିଜେପି ଏହି ଆସନରୁ କାହାକୁ ପ୍ରାର୍ଥୀ କରିବ ତାକୁ ନେଇ ଚର୍ଚ୍ଚା ବଢିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29 ° C
    29 °
    29 °
    18 %
    2.4kmh
    0 %
    Tue
    30 °
    Wed
    31 °
    Thu
    30 °
    Fri
    31 °
    Sat
    32 °

    ସମ୍ବନ୍ଧିତ