Thursday, October 15, 2026
23.2 C
Odisha

    ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ୪ଟି ରାଜ୍ୟରେ ୬ଟି ରାଜ୍ୟସଭା ଆସନ ଖାଲିପଡିଛି। ଡିସେମ୍ବର ୧୦ ତାରିଖ ନାମାଙ୍କନର ଶେଷ ତାରିଖ ରହିଛି। ୧୧ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ ହେବାକୁ ଥିବାବେଳେ ୧୩ ତାରିଖ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର କରିପାରିବେ।ଏସବୁ ଆସନ ପାଇଁ ୨୦ ତାରିଖରେ ଭୋଟ୍ ଗ୍ରହଣ ହେବ। ରାଜ୍ୟସଭାରୁ ସୁଜିତ୍‌ କୁମାରଙ୍କ ଇସ୍ତଫା ପରେ ଉପନିର୍ବାଚନ ଅନୁଷ୍ଠିତ ହେବ। ତେଣୁ ବିଜେପି ଏହି ଆସନରୁ କାହାକୁ ପ୍ରାର୍ଥୀ କରିବ ତାକୁ ନେଇ ଚର୍ଚ୍ଚା ବଢିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    23.2 ° C
    23.2 °
    23.2 °
    96 %
    1.7kmh
    24 %
    Thu
    23 °
    Fri
    29 °
    Sat
    28 °
    Sun
    27 °
    Mon
    30 °

    ସମ୍ବନ୍ଧିତ