Wednesday, September 16, 2026
30.2 C
Odisha

    ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା, ୧୦ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ନିର୍ବାଚନ କମିଶନଙ୍କ ଚିଠି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ପାଇଁ ରାଜ୍ଯ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ କହିଲେ ନିର୍ବାଚନ କମିଶନ । ଓଡ଼ିଶା ସମେତ ୧୦ ରାଜ୍ୟ ନିର୍ବାଚନ ଅଧିକାରୀମାନଙ୍କୁ ନିର୍ବାଚନ କମିଶନ ଚିଠି । ଏପ୍ରିଲରେ ୧୦ ରାଜ୍ୟର ୩୭ ରାଜ୍ୟସଭା ଆସନ ଖାଲି ହେଉଛି । ଓଡ଼ିଶାରେ ୪ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବ। ସେହିପରି ମହାରାଷ୍ଟ୍ରର ୭, ତାମିଲନାଡୁ ଓ ବିହାରର ୬, ପଶ୍ଚିମବଙ୍ଗର ୫ଟି ଆସନ , ଆସାମର ୩, ତେଲଙ୍ଗାନା, ଛତିଶଗଡ଼ ଓ ହରିୟାଣାର ୨ଟି ଆସନ ଖାଲି ହେବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    30.2 ° C
    30.2 °
    30.2 °
    68 %
    1.2kmh
    57 %
    Wed
    30 °
    Thu
    31 °
    Fri
    30 °
    Sat
    31 °
    Sun
    30 °

    ସମ୍ବନ୍ଧିତ