Monday, March 30, 2026
25.4 C
Odisha

    ରାଜ୍ୟସଭା ନିର୍ବାଚନ ପୂର୍ବରୁ ଦିଲ୍ଲୀରେ ଗୁରୁତ୍ୱପୂର୍ଣ୍ଣ ବୈଠକ, ମଲ୍ଲିକାର୍ଜୁନ ଖଡ଼ଗେଙ୍କୁ ଭେଟିଲେ ଡାକ୍ତର ଦତ୍ତେଶ୍ୱର ହୋତା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରାଜ୍ୟସଭା ନିର୍ବାଚନ ପୂର୍ବରୁ ଦିଲ୍ଲୀରେ ଗୁରୁତ୍ୱପୂର୍ଣ୍ଣ ବୈଠକ ।  ମଲ୍ଲିକାର୍ଜୁନ ଖଡ଼ଗେଙ୍କୁ ଭେଟିଲେ ଡାକ୍ତର ଦତ୍ତେଶ୍ୱର ହୋତା ।  ଓଡ଼ିଶାରେ ହେବାକୁ ଥିବା ଆଗାମୀ ରାଜ୍ୟସଭା ନିର୍ବାଚନ ପାଇଁ ରାଜନୀତି ସରଗରମ ହୋଇଛି ।  ଏହି ପରିପ୍ରେକ୍ଷୀରେ ବିଜେଡି ଓ କଂଗ୍ରେସର ମିଳିତ ପ୍ରାର୍ଥୀ ଡାକ୍ତର ଦତ୍ତେଶ୍ୱର ହୋତା ନୂଆଦିଲ୍ଲୀରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାଡ଼ଗେଙ୍କୁ ଭେଟିଛନ୍ତି ।  ଏହି ସମୟରେ ପିସିସି ସଭାପତି ଭକ୍ତ ଚରଣ ଦାସ ଉପସ୍ଥିତ ଥିଲେ ।  ଡାକ୍ତର ହୋତା ହେଉଛନ୍ତି ବିଜେଡି ଏବଂ କଂଗ୍ରେସର ସମର୍ଥିତ ପ୍ରାର୍ଥୀ ।  ଜଣେ ପ୍ରତିଷ୍ଠିତ ୟୁରୋଲୋଜିଷ୍ଟ ଭାବେ ସେ ଜଣାଶୁଣା ।  ଏହି ନିର୍ବାଚନରେ ସେ ବିଶିଷ୍ଟ ହୋଟେଲ ବ୍ୟବସାୟୀ ତଥା ମେ’ ଫେୟାର ଗ୍ରୁପ୍ ର ମାଲିକ ଦିଲୀପ ରାୟଙ୍କ ବିରୋଧରେ ନିର୍ବାଚନ ଲଢ଼ୁଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.4 ° C
    25.4 °
    25.4 °
    42 %
    2.3kmh
    1 %
    Mon
    41 °
    Tue
    39 °
    Wed
    40 °
    Thu
    40 °
    Fri
    39 °

    ସମ୍ବନ୍ଧିତ