Thursday, March 26, 2026
26.8 C
Odisha

    ରାଜ୍ୟସଭା ନିର୍ବାଚନ: ବିଜେଡିରୁ ନାମାଙ୍କନ ଭରିଲ ଡ. ସଂତୃପ୍ତ ମିଶ୍ର ଓ ଡାକ୍ତର ଦତ୍ତେଶ୍ବର ହୋତା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ବିଜେଡିରୁ ଡ. ସଂତୃପ୍ତ ମିଶ୍ର ଓ ଡାକ୍ତର ଦତ୍ତେଶ୍ବର ହୋତା । ୨ ସେଟ ନାମାଙ୍କନପତ୍ର ଦାଖଲ କଲେ ଡ. ସଂତୃପ୍ତ ମିଶ୍ର । ତୃତୀୟ ଆସନ ପାଇଁ ବିଜେଡି ତରଫରୁ ପ୍ରାର୍ଥୀ ହୋଇଛନ୍ତି ଡ. ସଂତୃପ୍ତ ମିଶ୍ର । ସଂତୃପ୍ତଙ୍କ ନାମାଙ୍କନପତ୍ରରେ ପ୍ରସ୍ତାବକ ଅଛନ୍ତି ନବୀନ ପଟ୍ଟନାୟକ। ଚତୁର୍ଥ ଆସନ ପାଇଁ ପ୍ରାର୍ଥୀ ହୋଇଛନ୍ତି ଡାକ୍ତର ଦତ୍ତେଶ୍ବର ହୋତା। ପ୍ରାର୍ଥିପତ୍ର ଦାଖଲ ବେଳେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଓ ପିସିସି ସଭାପତି ଭକ୍ତ ଦାସ ଉପସ୍ଥିତ ଥିଲେ। ବରିଷ୍ଠ ନେତା ନରସିଂହ ମିଶ୍ର ଓ ବହୁ ବିଧାୟକ, କଂଗ୍ରେସ ରାଜ୍ୟ ପ୍ରଭାରୀ ଓ ବିଧାୟକ ଦଳ ନେତା କାଡାମ ଉପସ୍ଥିତ ଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    26.8 ° C
    26.8 °
    26.8 °
    35 %
    2.2kmh
    0 %
    Thu
    27 °
    Fri
    39 °
    Sat
    39 °
    Sun
    41 °
    Mon
    41 °

    ସମ୍ବନ୍ଧିତ