Sunday, April 12, 2026
39 C
Odisha

    ରାଜ୍ୟ ପଞ୍ଚାୟତିରାଜ ପୁରସ୍କାର ଘୋଷଣା; ଦିଆଯିବ 4 କୋଟି

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ରାଜ୍ୟ ପଞ୍ଚାୟତିରାଜ ପୁରସ୍କାର ଘୋଷଣା କରାଯାଇଛି । 4 କୋଟିର ପୁରସ୍କାର ରାଶି ହେଲା ଘୋଷଣା । ପୁରସ୍କାର ରାଶି ଘୋଷଣା କଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ ।

    ରାଜ୍ୟ, ଜିଲ୍ଲା ଓ ବ୍ଲକ ସ୍ତରରେ ଦିଆଯିବ ପୁରସ୍କାର । ବିଭିନ୍ନ କାମକୁ ଆଧାର କରି 4 କୋଟି ଟଙ୍କା ଦିଆଯିବ । ପଞ୍ଚାୟତ, ବ୍ଲକ ଓ ଜିଲ୍ଲା ପରିଷଦକୁ ଏହି ଟଙ୍କା ଦିଆଯିବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    39 ° C
    39 °
    39 °
    9 %
    3.5kmh
    0 %
    Sun
    39 °
    Mon
    42 °
    Tue
    42 °
    Wed
    43 °
    Thu
    44 °

    ସମ୍ବନ୍ଧିତ