Sunday, July 12, 2026
27.7 C
Odisha

    ରାଜ୍ୟ ଯୋଜନା ବୋର୍ଡ ଭଙ୍ଗ କଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ରାଜ୍ୟରେ ଭାଜପା କ୍ଷମତାକୁ ଫେରିବା ପରେ ପୂର୍ବ ସରକାରରେ ଗଠନ ହୋଇଥିବା ଯୋଜନା ବୋର୍ଡକୁ ଭଙ୍ଗ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ପୂର୍ବ ବିଜେଡି ସରକାର ଗଠନ କରିଥିବା ରାଜ୍ୟ ଯୋଜନା ବୋର୍ଡରେ ମୁଖ୍ୟମନ୍ତ୍ରୀ ଏହାର ସଭାପତି ଥିବା ବେଳେ ବିଜେଡି ଦଳର ବରିଷ୍ଠ ନେତାମାନଙ୍କୁ ଏହାର ଉପ ସଭାପତି ତଥା ସଦସ୍ୟ ଭାବରେ ନିଯୁକ୍ତ କରାଯାଇଥିଲା। ତେବେ ଏହି କମିଟି ଅନେକ ବର୍ଷ ଧରି କେବେ ବୈଠକ କରି ନାହାନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    27.7 ° C
    27.7 °
    27.7 °
    69 %
    1.8kmh
    82 %
    Sun
    28 °
    Mon
    34 °
    Tue
    27 °
    Wed
    31 °
    Thu
    34 °

    ସମ୍ବନ୍ଧିତ