Monday, April 6, 2026
31.8 C
Odisha

    ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଋତୁସ୍ରାବ ପାଇଁଁ ମିଳିବ ୧୨ଦିନ ଛୁଟି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ବଡ଼ ଘୋଷଣା। ଋତୁସ୍ରାବ ପାଇଁ ଏବେ ଦିନେ ନୁହେଁଁ ମିଳିବ ୧୨ଦିନ ଛୁଟି। ମହିଳା କର୍ମଚାରୀଙ୍କ ପାଇଁ ଅତିରିକ୍ତ ସାମୟିକ ଛୁଟି ୧୨ ଦିନକୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । ମହିଳା କର୍ମଚାରୀମାନେ ଏହି ଅତିରିକ୍ତ ଛୁଟି ପ୍ରଚଳିତ ୧୦ ଦିନ ସାମୟିକ ଛୁଟି (CL) ଓ ୫ ଦିନ ସତନ୍ତ୍ର ସାମୟିକ ଛୁଟି ( Special CL) ସହିତ ପାଇ ପାରିବେ । ଏହି ୧୨ ଦିନ ଅତିରିକ୍ତ ସାମୟିକ ଛୁଟି ସେମାନେ ମାସକୁ ଗୋଟିଏ ଦିନ ଲାଭ କରି ପାରିବେ । ମହିଳାମାନଙ୍କ ମାସିକ ଧର୍ମ ଜନିତ କାରଣରୁ ଏହି ଅତିରିକ୍ତ ଛୁଟି ପ୍ରଦାନ କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    31.8 ° C
    31.8 °
    31.8 °
    38 %
    6kmh
    61 %
    Mon
    30 °
    Tue
    37 °
    Wed
    39 °
    Thu
    39 °
    Fri
    39 °

    ସମ୍ବନ୍ଧିତ